ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam