5T ସ୍କୁଲ ରୂପାନ୍ତରଣରର ଦ୍ବିତୀୟ ପର୍ଯ୍ୟାୟରେ ରୂପାନ୍ତରିତ ହେଲା ୨୯୦୮ଟି ସ୍କୁଲ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଞ୍ଜର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia