April 24, 2025

9 ମାସରେ ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ, ନିର୍ଦେଶ ଦେଲେ ରାଜ୍ୟ ସରକାର

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପ୍ରଥମ ପର୍ଯ୍ୟାୟର ସମସ୍ତ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ନଅ ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହେବ । ନିର୍ମାଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିବା ମୁଖ୍ୟ ସଚିବ ଏସସି ମହାପାତ୍ର ନଅ ମାସ ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia