April 30, 2025

BSKY ଦେଲା ନୂଆ ଜୀବନ, ବିନା ମୂଲ୍ୟରେ ହେଲା ଚିକିତ୍ସା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସାର୍ବଜନୀନ ସ୍ବାସ୍ଥ୍ୟସେବା ପ୍ରତିଶୃତି ଯୋଜନା ଉଲ୍ଲେଖନୀୟ ସଫଳତା ହାସଲ କରୁଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ଚିକିତ୍ସା ଜନିତ ଆର୍ଥିକ ଚିନ୍ତା ଦୂର କରି ସେମାନଙ୍କ ଜୀବନରେ ଖୁସି ଭରୁଛି । ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ପାଇପାରୁଛନ୍ତି ରାଜ୍ୟବାସୀ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ଼ ବା BSKY ଯୋଗୁଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia