April 20, 2025

Cyclone Gulab Live Update in Odia: ମାଡି ଆସୁଛି ବାତ୍ୟା ‘ଗୁଲାବ୍’, ଗୋପାଳପୁର ଓ କଳିଙ୍ଗପଟ୍ଟନମ ମଝିରେ କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ଗୁଲାବ’ ମାଡ଼ି ଆସୁଛି । ‘ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ‘ଗୁଲାବ’ ଏବେ ପଶ୍ଚିମ ଆଡ଼କୁ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ଗତି କରୁଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia