April 22, 2025

Cylone Asani: ଆସୁଛି ବାତ୍ୟା ଆସାନୀ, କେଉଁଠି ମାଡ଼ ହେବ ସ୍ପଷ୍ଟ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ: ଆସୁଛି ଚଳିତ ବର୍ଷର ପ୍ରଥମ ବାତ୍ୟା ‘ଆସାନୀ’ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବଂ ଆଣ୍ଡାମାନ ସାଗରର ଦକ୍ଷିଣରେ ଅବପାତର ରୂପ ନେଇ ଆଣ୍ଡାମାନ ଏବଂ ନିକୋବର ଦୀପପୁଞ୍ଜକୁ ଛୁଇଁବ । ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାର ବିପଦ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia