April 22, 2025

Heat Wave: ୪୫ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ଭୁବନେଶ୍ୱର: ଆଜି ରାଜ୍ୟର ତାପମାତ୍ରା ୪୫ ଡିଗ୍ରୀ ପାର୍ ହୋଇଛି । ୨୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ତା’ ମଧ୍ୟରେ ୮ଟିର ତାପମାତ୍ରା ୪୪ ଡିଗ୍ରୀ ବା ତା’ଠୁ ଅଧିକ ରହିଛି। ଆଉ ବୌଦ୍ଧ ପାଲଟିଛି ସର୍ବାଧିକ ଉତ୍ତପ୍ତ ସହର। ଆଜି ଏଠାରେ ଦିନର ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଛୁଇଁଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia