April 30, 2025

IT ଟାୱାର ପରିଦର୍ଶନ କଲେ 5T ସଚିବ, ଅକ୍ଟୋବର ସୁଦ୍ଧା ନିର୍ମାଣ ଶେଷ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ନୂତନ ବିଏମସି ବିଲ୍ଡିଂ ଏବଂ ଓ’ ହବ ପରିଦର୍ଶନ କରିଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5ଟି ସଚିବ ସତ୍ୟ ନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡ଼ିଂ ଓ ‘ଓ’ ହବ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉଭୟ ପ୍ରକଳ୍ପର ଅଗ୍ରଗତି ଓ ଧାର୍ଯ୍ୟ ସମୟରେ ନିର୍ମାଣ ସମାପ୍ତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia