April 22, 2025

LIVE : ଉତ୍ତରପ୍ରଦେଶ ସମେତ ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ନେଇ ଘୋଷଣା କରିବେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ : କେନ୍ଦ୍ରୀୟ ନିର୍ବାଚନ ଆୟୋଗ ପାଞ୍ଚଟି ରାଜ୍ୟ- ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ପଞ୍ଜାବ ଏବଂ ମଣିପୁରରେ ହେବାକୁ ଥିବା ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିବେ । ଏହି ରାଜ୍ୟଗୁଡିକରେ ବିଧାନସଭାର କାର୍ଯ୍ୟକାଳ ଆସନ୍ତା ମାର୍ଚ୍ଚରେ ଶେଷ ହେବ । ଏନେଇ ଆଜି ଅପରାହ୍ନ 3.30 ମିନିଟ ସମୟରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia