April 25, 2025

Odisha Assembly Monsoon Session Live : ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୃହକାର୍ଯ୍ୟ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । କରୋନା ପାଇଁ ଗୃହ ପାଞ୍ଚ ଘଣ୍ଟା ଚାଲୁଥିବା ବେଳେ ଏଥର 6 ଘଣ୍ଟା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia