April 20, 2025

Odisha Corona: ରାଜ୍ୟରେ ଆଉ ୪୪୪ ଜଣ ସଂକ୍ରମିତ, ୫ ମୃତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହୋଇଛି କରୋନା ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାମଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର କେବଳ ୫୯ ଆକ୍ରାନ୍ତ ରହିଛନ୍ତି । ସେହିପରି କ୍ୱାରେଣ୍ଟାଇନ୍‌ରୁ ୨୫୨ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୧୭୬ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia