April 22, 2025

Odisha Panchayat Election 2022 1st Phase Voting Live: ଆଜି ପ୍ରଥମ ପର୍ଯ୍ୟାୟ ଭୋଟିଂ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ହେବ ଆଜି ପ୍ରଥମ ପର୍ଯ୍ୟାୟ ଭୋଟିଂ । ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୧୬୬୯ଟି ଗ୍ରାମ ପଞ୍ଚାୟତାରେ ୨୦୦ଟି ଜିଲ୍ଲା ପରିଷଦ ସଭ୍ୟ ଆସନ ପାଇଁ ପଡିବ ଭୋଟ । ପ୍ରଥମ ପର୍ଯ୍ୟାୟରେ ମୋଟ ୨୨,୩୭୯ଟି ବୁଥରେ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ନିଜର ମତ ସାବ୍ୟସ୍ତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia