April 29, 2025

ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ରୁରାଲ୍ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ୍ (ORHDC) ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ହୋଇଛି । ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଶୁଣାଇଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ମେଟ୍ରୋ ବିଲ୍ଡର ନିର୍ଦ୍ଦେଶ ପୀୟୁଷ ମହାନ୍ତିଙ୍କୁ ବି ଜେଲ ଦଣ୍ଡାଦେଶ । ଏଥିସହ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia