April 22, 2025

UP Assembly Election : 125 ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଉନ୍ନାଓ ଦୁଷ୍କର୍ମ ପୀଡ଼ିତାଙ୍କ ମା’ଙ୍କୁ କଲା ପ୍ରାର୍ଥୀ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଦଳ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଗୁରୁବାର ଦିନ ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ଏହି ତାଲିକା ପ୍ରକାଶ କରିଛନ୍ତି ଯେଉଁଥିରେ 125 ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । 125 ଜଣଙ୍କ ପ୍ରଥମ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia