April 22, 2025

UP Election 2022 : ଷ୍ଟାର୍ ପ୍ରଚାରକଙ୍କ ତାଲିକା ପ୍ରକାଶ କଲା କଂଗ୍ରେସ, ପ୍ରିୟଙ୍କା-ରାହୁଲଙ୍କ ସମେତ 30 ଜଣଙ୍କ ନାମ ସାମିଲ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଷ୍ଟାର୍ ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି । ଏଥିରେ 30 ଜଣଙ୍କ ନାମ ରହିଛି । ଏହି ତାଲିକାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ, ଦଳର ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମ ନବୀ ଆଜାଦ,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia