ଭୁବନେଶ୍ୱର: ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ନେଇ ଚେତାବନୀ ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Berhampur’s Thakurani Yatra ends
Min clarifies on Ayushman Bharat, warns hospitals against negligence
3 kids find new homes outside state