April 22, 2025

ଅଭିନେତା ଶ୍ରୀତମ ଦାସ ହେଲେ ବିଜେପିର କଟକ ମେୟର ପ୍ରାର୍ଥୀ

କଟକ: ସରଗରମ ହେଉଛି ରାଜନୀତି ପୌର ନିର୍ବାଚନ । ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜୁ ଜନତା ଦଳ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେଡି ପରେ ଆଜି କଟକ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ସିଏମସି ପାଇଁ ଅଭିନେତା ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia