ଭୁବନେଶ୍ବର: ରାଜ୍ୟ ସରକାର ଆଜି IAS ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ଆଜି ଅନେକ ଆଇଏଏସଙ୍କୁ ନୂତନ ଦାୟିତ୍ବ ପ୍ରଦାନ କରାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଦାୟିତ୍ବରେ ଥିବା ରବୀନ୍ଦ୍ରନାଥ ସାହୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ଦାୟିତ୍ବ ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt nod to higher allowances, incentives for cops
Rlys to start station work in KBK
Two drown in Mahanadi at Jobra