April 21, 2025

ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି ରାଜ୍ୟ ସରକାର । ତାଲିକାରେ ଅଛନ୍ତି, ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ସହକାରୀ ଯନ୍ତ୍ରୀ ସନ୍ତୋଷ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia