April 21, 2025

ଆଜି ଆଉ ୪୮୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ୪ହଜାର ୮୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୪୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୮୨୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଆଜି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia