April 21, 2025

ଆଜି ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୩ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୧ ଜଣ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia