April 22, 2025

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା : ଭାଇ-ଭଉଣୀର ସଂପର୍କକୁ ଆହୁରି ମଜବୁତ କରେ ସ୍ନେହର ଡୋରୀ ‘ରାକ୍ଷୀ’

ଭୁବନେଶ୍ବର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସଂପର୍କ ବୋଲି ମନାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ ପାଇଁ ସ୍ନେହ ଓ ଭଲ ପାଇବାର ସାକ୍ଷୀ । ଭାରତୀୟ ପରମ୍ପରା ଅନୁସାରେ ଆଜିର ଦିନକୁ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣମୀ ବୋଲି କୁହାଯାଏ । {image-4c8197aa-7f56-4cb4-9495-fcc0d0a8a2b1-1660196872.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia