ଆଜି ପବିତ୍ର ସୁନିଆଁ ଉତ୍ସବ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଶାସନର ୬୫ ଅଙ୍କ ଆରମ୍ଭ

ପୁରୀ: ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀନରରେ ଆଜି ନୀତି ଓ ପରମ୍ପରା ଅନୁସାରେ ପାଳତି ହୋଇଛି ଏହି ଉତ୍ସବ । ଏହି ଅବସରରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ । ତାସହ ସୁବର୍ଣ୍ଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia