April 20, 2025

ଆଜି ବିଜେଡିରେ ମିଶିବେ ପ୍ରଦୀପ ମାଝୀ, ନବରଙ୍ଗପୁରରେ ବିରାଟ କାର୍ଯ୍ୟକ୍ରମରେ ଧରିବେ ଶଙ୍ଖ

ନବରଙ୍ଗପୁର: ଆଜି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ମାଝୀ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ଦିନ ତଳେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ସହ ଇସ୍ତଫା ଦେଇଥିଲେ ହଜାର

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia