April 29, 2025

ଆଜି ରାଜ୍ୟରେ ୨ ଶହ ଉପରେ କରୋନା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ପୁଣି ୨ ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia