ଆଜି ଶ୍ରାବଣ ପ୍ରଥମ ସୋମବାର, ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଏନେଇ ରାଜ୍ୟର ସମସ୍ତ ଶୈବପୀଠ ଚାଳଚଞ୍ଚଳ। ବୋଲବମ୍ ଧ୍ଵନିରେ ପ୍ରକମ୍ପିତ ଚାରିଦିଗ । ଭଗବାନ ଶଙ୍କରଙ୍କୁ ଜଳଲାଗି କରିବା ପାଇଁ ମନ୍ଦିରରେ ଲାଗିଛି କାଉଡ଼ିଆଙ୍କ ଭିଡ଼। ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ବୋଲବମ ଭକ୍ତଙ୍କ ଭିଡ଼କୁ ଲକ୍ଷ କରି ଭୁବନେଶ୍ୱର ସହରାଞ୍ଚଳ ପୁଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia