April 30, 2025

ଆଜିଠୁ ବଢ଼ିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଯାହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ଆସନ୍ତା ୨୧ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଅନୁମାନ କରାଯାଉଛି ରାଜ୍ୟରେ ୨୨ରୁ ବର୍ଷା କମିପାରେ । ଘୂର୍ଣ୍ଣିବଳୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia