April 21, 2025

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ସହ ନବୀନ ପଟ୍ଟନାୟକଙ୍କ ଭେଟଘାଟକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଛି । ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ ବିଜେପି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia