ଭୁବନେଶ୍ୱର: ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ଅଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Union Club gets new president
Similipal to set up mini nurseries for endangered plants conservation
2 held from UP for duping visitors with fake Puri shrine accommodation sites