April 20, 2025

ଆସନ୍ତା ୯ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଟୁଇଟ୍ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia