April 25, 2025

ଆସନ୍ତାକାଲିଠାରୁ ରାଜ୍ୟରେ କମିବ ବର୍ଷାର ପରିମାଣ, ତିନି ଦିନ ଶୁଖିଲା ପାଗ

ଭୁବନେଶ୍ବର: ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । ମଙ୍ଗଳବାରଠାରୁ ପାଗ ଶୁଖିଲା ରହିବ । ୧୧ ରୁ ୧୩ ତାରିଖ ଯାଏଁ ବିଶେଷ ବର୍ଷା ହେବନି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଆଜି (ସୋମବାର) କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia