April 22, 2025

ଆସିଲା ଅନୁଭବଙ୍କ ପାର୍ଟ-୩ ଭିଡିଓ: କହିଲେ, ଆମେ କେବେ ଏକାଠି ରହିପାରିବା ନାହିଁ

କଟକ: ଆସିଲା ଅନୁଭବଙ୍କ ପାର୍ଟ-୩ ଭିଡିଓ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଥାନାର ଦ୍ୱାରସ୍ଥ ହେବା ପରେ ପୁଣିଥରେ ସାଂସଦ ଅନୁଭବ ଜାରି କଲେ ଭିଡିଓ । ପତ୍ନୀ ବର୍ଷା ଥାନାରେ ଅଭିଯୋଗ କରିଥିଲେ ଯେ, ଅନୁଭବ ଭିଡିଓ ଜାରି କରି ତାଙ୍କର ଅପମାନ କରୁଛନ୍ତି । ଏହାପରେ ପାଲଟା ଭିଡିଓ ଜାରି କରି ଅନୁଭବ କହିଛନ୍ତି,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia