April 29, 2025

ଆସୁଛନ୍ତି ମା’: ରାଜଧାନୀରେ ଗୋଟିଏ ଦିନ ଭସାଣି

ଭୁବନେଶ୍ୱର: ଦୀର୍ଘ ଦୁଇ ବର୍ଷ ପରେ ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷ ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମା’ ଦୁର୍ଗାଙ୍କ ପୂଜା । ତେବେ ପୂଜା ପରେ ଗୋଟିଏ ଦିନରେ ଭସାଣି ଅନୁଷ୍ଠିତ ହେବ। ସ୍ଥାନୀୟ ଝାଡେଶ୍ୱରୀ ମନ୍ଦିର ପରିସରରେ ଆଜି କମିସନରେଟ ପୋଲିସ ଓ ରାଜଧାନୀ ମନ୍ଦିର ସୁରକ୍ଷା ଭସାଣି କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia