April 21, 2025

ଆସୁଛି ଆଉ ଏକ ଲଘୁଚାପ, ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଏବେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ଆଜି ଅର୍ଥାତ ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ବତନ୍ତ୍ର ରିଲିଫ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia