April 21, 2025

ଆସୁଛି କାଳବୈଶାଖୀ, ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆସୁଛି କାଳବୈଶାଖୀ । ତାତିରୁ ମିଳିବ ତ୍ରାହି । ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia