ଭୁବନେଶ୍ୱର: ଆଗକୁ ଆସୁଛି ଦୁଇଟି ଲଘୁଚାପ । ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏଥିମଧ୍ୟରୁ ଆଜି ଅର୍ଥାତ୍ ସେପ୍ଟେମ୍ବର ୨ରୁ ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ । ସେହିପରି ଦ୍ଵିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତି ଅଞ୍ଚଳରେ ସୃଷ୍ଟି ସମ୍ଭାବନା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
OPID court sentences man to 7 years RI, Rs 2.35L fine for crypto fraud
Gold buyers opt for affordable alternatives amid record prices on Akshaya Tritiya
Construction of chariots begins for Rath Yatra