April 21, 2025

ଆହୁରି ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ରାଜ୍ୟକୁ ବର୍ତ୍ତମାନ ପୂର୍ବ ଦିଗରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia