ଭୁବନେଶ୍ବର: ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ଜାତୀୟ ସଂହତି ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ବିଶିଷ୍ଟ ବୁଦ୍ଧିଜୀବି ଡକ୍ଟର ଗିରୀଶ ପ୍ରସାଦ ସ୍ଵାଇଁ ସ୍ଵର୍ଗତ ଗାନ୍ଧୀଙ୍କ ରାଜନୈତିକ ଏବଂ ବ୍ୟକ୍ତିଗତ ଜୀବନର ବହୁ ଉପାଦେୟ ତଥ୍ୟ ଉପସ୍ଥାପନ କରିଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank