April 22, 2025

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷ୍ଟାର୍ ପ୍ରଚାରକ ତାଲିକାରୁ ବାଦ୍ ପଡ଼ିଲେ ବରୁଣ ଏବଂ ମେନକା ଗାନ୍ଧୀ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଜେପି ଷ୍ଟାର୍ ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ 30 ଜଣ ନେତାଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି । କିନ୍ତୁ ବରୁଣ ଗାନ୍ଧୀ ଏବଂ ତାଙ୍କ ମାତା ମେନକା ଗାନ୍ଧୀଙ୍କ ନାମ ଏହି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia