April 20, 2025

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ 2022 : ଗଠବନ୍ଧନ ଘୋଷଣା କଲେ ବିଜେପି ଏବଂ ନିଷାଦ ପାର୍ଟି

ଲକ୍ଷ୍ନୌ : ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଛି । ବିଜେପିର ୟୁପି ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ନିଷାଦ ପାର୍ଟି ସହ ଏକ ମିଳିତ ମଞ୍ଚ ଘୋଷଣା କରିଛନ୍ତି । ବାସ୍ତବରେ ନିଷାଦ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ସଞ୍ଜୟ ନିଷାଦ ଏହାର ଦାବି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia