April 22, 2025

ଏପ୍ରିଲ ପହିଲାରୁ ପୁରୀକୁ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର: ପୁରୀ ସହର ମଧ୍ୟରେ ଚାଲିବ ‘ମୋ ବସ୍‌’। ଏପ୍ରିଲ ୧ ତାରିଖରୁ ଶ୍ରୀକ୍ଷେତ୍ର ପୁରୀରେ ଏହି ସେବା ଆରମ୍ଭ ହେବା ନେଇ କ୍ରୁଟ ପକ୍ଷରୁ ସୂଚନା ଜାରି ହୋଇଛି । ଭୁବନେଶ୍ୱର ଓ କଟକ ପରେ ପୁରୀରେ ଆରମ୍ଭ ହେବାକୁ ଯାଉଛି ସାଧାରଣ ଯାତ୍ରୀଙ୍କ ନିମନ୍ତେ ଏହି ବସ ସେବା । ପ୍ରଥମେ ସହରର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia