ଏବେ ବି ରାଜ୍ୟର ରାସ୍ତା କଡ଼ରେ ୩୯୩ ଶିଶୁ କାଟୁଛନ୍ତି ଜୀବନ

ଭୁବନେଶ୍ୱର: ରାଜ୍ୟରେ ୩୯୩ ଜଣ ଶିଶୁ ରାସ୍ତା କଡରେ ଅତିବାହିତ କରୁଛନ୍ତି ଜୀବନ । ବିଧାନସଭାରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍ । ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରାସ୍ତାକଡରେ ୩୯୩ ଜଣ ଶିଶୁ ରହୁଥିବା ନେଇ ବିଧାନସଭାରେ ସ୍ପଷ୍ଟ କରିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia