April 20, 2025

ଏମ୍ଏସ୍ଏମ୍ଇ ଓ ଶିଳ୍ପ ବିଭାଗ ପକ୍ଷରୁ ବାଣିଜ୍ୟ ଉତ୍ସବ ଆୟୋଜିତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ଆଜି ମେ ଫେୟାର କନ୍ଭେନ୍ସନ୍ ହଲଠାରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତି୍ରପାଠୀ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia