April 22, 2025

ଏୟାରପୋର୍ଟରେ ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏୟାରପୋର୍ଟରେ ପହଞ୍ଚିଲେ ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀ । ଦିଲ୍ଲୀରୁ ଏସିଆର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କୁ ବିମାନ ବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ । ସେମାନଙ୍କ ସହ କଥା ମଧ୍ୟ ହେଲେ । ୟୁକ୍ରେନରୁ ମୋଟ ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ ଆଜି ଭୁବନେଶ୍ୱର ଫେରିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia