ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ନିକଟରେ ଓଟିଡିସି ପକ୍ଷରୁ ନିର୍ମିତ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭ ଉଦ୍ଘାଟନ କରିଛନ୍ତି । ଓଟିଡିସିର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଉଦ୍ଘାଟିତ ଏହି ରେଷ୍ଟୁରାଣ୍ଟରେ ଖାଣ୍ଟି ଓଡିଆ ବ୍ୟଞ୍ଜନ ଉପଲବ୍ଧ ହେବ । ଓଡିଆ ଖାଦ୍ୟକୁ ଲୋକପ୍ରିୟ କରି ବ୍ୟଞ୍ଜନ ପର୍ଯ୍ୟଟନର ବିକାଶରେ ଏହା ସହାୟକ ହେବ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
ଓଟିଡିସିର “ନିମନ୍ତ୍ରଣ” ରେଷ୍ଟୁରାଣ୍ଟକୁ ମୁଖ୍ୟମନ୍ତ୍ରୀ କଲେ ଉଦ୍ଘାଟନ

More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ