April 25, 2025

ଓଡ଼ିଶା କରୋନା ଅପଡେଟ୍: ରାଜ୍ୟରେ ଆଜି ୧୦୩ କରୋନା ସଂକ୍ରମଣ ଚିହ୍ନଟ

ଭୁବନେଶ୍ୱର: ପୁଣି ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia