April 30, 2025

ଓଡ଼ିଶା ପାଇଁ ରେଡ ୱାର୍ଣ୍ଣିଂ ଜାରି , ୨ ଦିନ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିବ । ଓଡିଶା ପାଇଁ ରେଡ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜି ଛତିଶଗଡ଼କୁ ପାଇଁ ଅରେଞ୍ଜ , ଆସନ୍ତାକାଲି ପାଇଁ ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶା ଓ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia