April 20, 2025

ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର: କେବଳ କୋମଳ ନୁହେଁ, ଶିଶୁମାନେ ସମାଜର ସବୁଠାରୁ ସମ୍ବେଦନଶୀଳ ବର୍ଗ ହୋଇଥିବା ହେତୁ ରାଜ୍ୟ ସରକାର ଶିଶୁମାନଙ୍କ ଶିକ୍ଷା, ସୁରକ୍ଷା ଏବଂ ସାମଗି୍ରକ ବିକାଶ ପାଇଁ ସର୍ବାଧିକ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ଶିଶୁମାନଙ୍କ ପ୍ରତି କୌଣସି ପ୍ରକାର ଅନ୍ୟାୟ ପ୍ରତି ରାଜ୍ୟ ସରକାର ଶୂନ୍ୟ ସହନଶୀଳତା ପ୍ରଦର୍ଶନ କରିଛନ୍ତି । ସେମାନଙ୍କୁ ସବୁପ୍ରକାର ସହାୟତା ଯୋଗାଇଦେବା ନିମନ୍ତେ ବିଜୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia