April 21, 2025

ଓଡିଶା ମାନବଧୀକାର କମିଶନ ପକ୍ଷରୁ ବିଶ୍ଵ ମାନବଧୀକାର ଦିବସ ପାଳିତ

ଭୁବନେଶ୍ବର: ମାନବ ଅଧିକାରର ସୁରକ୍ଷା ନିମନ୍ତେ ୧୯୪୮ ମସିହା ଡିସେମ୍ବର ୧୦ ତାରିଖରେ ମିଳିତ ଜାତିସଂଘରେ ମାନବାଧିକାର ଘୋଷଣାନାମା ସ୍ୱୀକୃତି ପାଇଥିଲା । ବିଶ୍ୱର ବହୁଦେଶ ଏହାକୁ ଏହି ଐତିହାସିକ ଦିବସଟିକୁ ସେବେଠାରୁ ସାରା ବିଶ୍ୱ ମାନବାଧିକାର ଦିବସ ରୂପେ ପାଳନ କରି ଆସୁଛନ୍ତି । ବୈଶ୍ୱିକ ମହାମାରୀ କୋଭିଡ୍-୧୯ ପରିପେକ୍ଷୀରେ ଆଜି ଓଡ଼ିଶା ମାନବାଧିକାର ଆୟୋଗର ସମ୍ମିଳନୀ କକ୍ଷରେ ମାନବାଧିକାର ଦିବସ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia