April 21, 2025

ଓଡିଶାର ୩୦ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟ ଉଦଯାପିତ ହେଲା

ଭୁବନେଶ୍ବର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଯାଜପୁରରେ ସମାପ୍ତ ହୋଇଛି। ଆଜି ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ।  ଆଜି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia